Judges 6:8 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ଏକ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଇଶ୍ରାୟେଲକକ୍ସ୍ଟ ପ୍ ରରଣେ କଲେ। ସହେି ଭବିଷ୍ଯଦ୍ବକ୍ତା ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲି ଓ ଦାସତ୍ବରକ୍ସ୍ଟ ମୁ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଏକ ଭବିଷ୍ୟଦ୍ବକ୍ତାଙ୍କୁ ଇସ୍ରାଏଲକୁ ପ୍ରେରଣ କଲେ। ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲବାସୀଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲି ଓ ଦାସତ୍ୱରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;