Judges 6:9 — Compare Translations
5 translations compared side by side
Odia - 1840
"ମୁ ତୁମ୍ଭକୁ ଶକ୍ତିଶାଳୀ ମିଶରୀଯମାନଙ୍କଠାରକ୍ସ୍ଟ ଉଦ୍ଧାର କଲି। ମୁ ତୁମ୍ଭମାନଙ୍କୁ ସହେିମାନଙ୍କଠାରକ୍ସ୍ଟ ରକ୍ଷା କଲି। ଯେଉଁମାନେ ତୁମ୍ଭକୁ କିଣାନ ରେ ଉପଦ୍ରବ କଲେ। ମୁ ସମାନଙ୍କେୁ ସମାନଙ୍କେର ଦେଶରକ୍ସ୍ଟ ଘଉଡାଇ ଦଲେି ଓ ସହେି ଦେଶ ତୁମ୍ଭକୁ ଦଲେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଶକ୍ତିଶାଳୀ ମିଶରୀୟମାନଙ୍କଠାରୁ ଉଦ୍ଧାର କଲି। ମୁଁ ତୁମ୍ଭମାନଙ୍କୁ ସେହିମାନଙ୍କଠାରୁ ରକ୍ଷା କଲି, ଯେଉଁମାନେ ତୁମ୍ଭକୁ କିଣାନରେ ଉପଦ୍ରବ କଲେ। ମୁଁ ସେମାନଙ୍କୁ ସେମାନଙ୍କର ଦେଶରୁ ଘଉଡ଼ାଇ ଦେଲି ଓ ସେହି ଦେଶ ତୁମ୍ଭକୁ ଦେଲି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;
Odia IRV 2017 (ଓଡିଆ ବାଇବେଲ)