Judges 7:1 — Compare Translations

5 translations compared side by side

Odia - 1840
"ତା ପରଦିନ ପ୍ରତକ୍ସ୍ଟ୍ଯଷ ରେ ୟିରକ୍ସ୍ଟଦ୍ଦାଲ୍ ଏବଂ ତାଙ୍କର ସମସ୍ତ ଲୋକମାନେ ଉଠି ହାରୋଦ ଝରଣା ନିକଟରେ ଛାଉଣୀ ସ୍ଥାପନ କଲେ। ମିଦିଯନ ଲୋକମାନଙ୍କର ଛାଉଣୀ ସମାନଙ୍କେର ଉତ୍ତର ରେ ମାରେି ପର୍ବତ ନିକଟ ତଳଭୂମିରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରତ୍ୟୁଷ୍ୟରେ ଯିରୁବ୍ବାଲ୍ ଏବଂ ତାଙ୍କର ସମସ୍ତ ଲୋକମାନେ ଉଠି ହାରୋଦ ଝରଣା ନିକଟରେ ଛାଉଣି ସ୍ଥାପନ କଲେ। ମିଦିୟନ ଲୋକମାନଙ୍କର ଛାଉଣି ସେମାନଙ୍କର ଉତ୍ତରରେ ମୋରି ପର୍ବତ ନିକଟ ତଳଭୂମିରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।