Judges 7:11 — Compare Translations
5 translations compared side by side
Odia - 1840
"ମିଦିଯନୀଯମାନଙ୍କର ଛାଉଣୀକକ୍ସ୍ଟ ୟାଅ। ସମାନଙ୍କେର କଥାସବୁ ଶକ୍ସ୍ଟଣ। ତବେେ ସମାନଙ୍କେୁ ଆକ୍ରମଣ କରିବାକୁ ତୁମ୍ଭମାନେେ ଭୟ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକି ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ । ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରା; ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟମାନଙ୍କର ଛାଉଣିକୁ ଯାଅ। ସେମାନଙ୍କର କଥାସବୁ ଶୁଣ। ତେବେ ସେମାନଙ୍କୁ ଆକ୍ରମଣ କରିବାକୁ ତୁମ୍ଭେମାନେ ଭୟ କରିବ ନାହିଁ।” ତେଣୁ ଗିଦିୟୋନ ଓ ତାଙ୍କର ସେବକ ଫୁରା ମିଦିୟନୀୟର ଶିବିର ପାଖକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।