Judges 7:12 — Compare Translations
5 translations compared side by side
Odia - 1840
"ମିଦିଯକୀଯ, ଅମାଲକେୀଯ ଓ ପୂର୍ବ ଦେଶୀଯ ଲୋକମାନେ ଯେଉଁମାନେ ସଠାେରେ ଛାଇଣୀ କରିଥିଲେ ବହକ୍ସ୍ଟ ସଂଖ୍ଯକ ହତେକ୍ସ୍ଟ ପଙ୍ଗପାଳର ଦଳପରି ଦଖାଗେଲେ। ସମାନଙ୍କେର ଏତଗେକ୍ସ୍ଟଡିକ ଓଟ ଥିଲେ ଯେ, ସଗେକ୍ସ୍ଟଡିକ ସମକ୍ସ୍ଟଦ୍ର କୂଳର ବାଲିକଣା ତକ୍ସ୍ଟଲ୍ଯ ଦଖାଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟ, ଅମାଲେକୀୟ ଓ ପୂର୍ବ ଦେଶୀୟ ଲୋକମାନେ ଯେଉଁମାନେ ସେଠାରେ ଛାଉଣି କରିଥିଲେ ବହୁସଂଖ୍ୟକ ହେତୁ ପଙ୍ଗପାଳର ଦଳପରି ଦେଖାଗଲେ। ସେମାନଙ୍କର ଏତେଗୁଡ଼ିଏ ଓଟ ଥିଲେ ଯେ, ସେଗୁଡ଼ିକ ସମୁଦ୍ର କୂଳର ବାଲିକଣା ତୁଲ୍ୟ ଦେଖାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।