Judges 7:13 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନ ସଠାେରେ ଉପସ୍ଥିତ ହାଇେ ଶୁଣିଲେ ଯେ, ଜଣେ ତାଙ୍କର ସାଙ୍ଗକକ୍ସ୍ଟ ଏକ ସ୍ବପ୍ନ ବିଷଯ ରେ କହକ୍ସ୍ଟଥିଲା, ସେ କହିଲା, ମୁ ସ୍ବପ୍ନ ଦେଖିଲି, ଏକ ୟବରୋଟୀ ମିଦିଯନୀଯ ଛାଉଣୀ ଆଡକକ୍ସ୍ଟ ଗଡି ତୁମ୍ଭକୁ ଆସି ଆଘାତ କଲା, ତାହା ପଡିଗଲା, ତାକକ୍ସ୍ଟ ଓଲଟାଇଲା ପରେ ତମ୍ବୁମାନ ପଡିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ଵପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ଵପ୍ନ ଦେଖିଲି ଯେ, ଏକ ଯବ-ରୋଟୀ ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ଵୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ଵୁ ଶୋଇ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ସେଠାରେ ଉପସ୍ଥିତ ହୋଇ ଶୁଣିଲେ ଯେ, ଜଣେ ତାଙ୍କର ସାଙ୍ଗକୁ ଏକ ସ୍ୱପ୍ନ ବିଷୟରେ କହୁଥିଲା, ସେ କହିଲା, “ମୁଁ ସ୍ୱପ୍ନ ଦେଖିଲି, ଏକ ଯବରୋଟୀ ମିଦିୟନୀୟ ଛାଉଣି ଆଡ଼କୁ ଗଡ଼ି ତୁମ୍ଭକୁ ଆସି ଆଘାତ କଲା, ତାହା ପଡ଼ିଗଲା, ତାକୁ ଓଲଟାଇଲା ପରେ ତମ୍ବୁମାନ ପଡ଼ିଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।