Judges 7:14 — Compare Translations
5 translations compared side by side
Odia - 1840
"ସହେି ଲୋକଟିର ବନ୍ଧକ୍ସ୍ଟ ଏହି ସ୍ବପ୍ନର ଅର୍ଥ ବକ୍ସ୍ଟଝି ପାରିଲା, ସେ କହିଲା, ଇଶ୍ରାୟେଲୀରକ୍ସ୍ଟ ଆସିଥିବା ଯୋୟାସର ପକ୍ସ୍ଟତ୍ର ଗିଦ୍ଦିୟୋନଙ୍କର ଖଡ୍ଗ ଏହା ଛଡା ଆଉ କିଛି ନକ୍ସ୍ଟ ହେଁ। ପରମେଶ୍ବର ମିଦିଯନୀଯମାନଙ୍କୁ ଓ ସମସ୍ତ ଶିବିରକକ୍ସ୍ଟ ତାଙ୍କ ହସ୍ତ ରେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ଵର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକଟିର ବନ୍ଧୁ ଏହି ସ୍ୱପ୍ନର ଅର୍ଥ ବୁଝି ପାରିଲା, ସେ କହିଲା, “ଇସ୍ରାଏଲରୁ ଆସିଥିବା ଯୋୟାସର ପୁତ୍ର ଗିଦିୟୋନଙ୍କର ଖଡ଼୍ଗ ଏହା ଛଡ଼ା ଆଉ କିଛି ନୁହେଁ। ପରମେଶ୍ୱର ମିଦିୟନୀୟମାନଙ୍କୁ ଓ ସମସ୍ତ ଶିବିରକୁ ତାଙ୍କ ହସ୍ତରେ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।