Judges 7:15 — Compare Translations
5 translations compared side by side
Odia - 1840
"ସହେି ସ୍ବପ୍ନ ଓ ଏହାର ଅର୍ଥ ଶକ୍ସ୍ଟଣିସାରିବା ପରେ ଗିଦ୍ଦିୟୋନ ନତମସ୍ତ କରି ସଦାପ୍ରଭୁଙ୍କର ଉପାସନା କଲେ ଏବଂ ତାଙ୍କର ଛାଉଣୀକକ୍ସ୍ଟ ଫରେିଗଲେ। ସଠାେରେ ସେ ଇଶ୍ରାୟେଲର ସୈନ୍ଯମାନଙ୍କୁ କହିଲେ, ଉଠ! ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତ ରେ ମିଦିଯନୀଯ ସୈନ୍ଯଦଳକକ୍ସ୍ଟ ସମର୍ପଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଗିଦିୟୋନ୍ ସେହି ସ୍ଵପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ-ଛାଉଣିକି ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱପ୍ନ ଓ ଏହାର ଅର୍ଥ ଶୁଣିସାରିବା ପରେ ଗିଦିୟୋନ ନତମସ୍ତକ କରି ସଦାପ୍ରଭୁଙ୍କର ଉପାସନା କଲେ ଏବଂ ତାଙ୍କର ଛାଉଣିକୁ ଫେରିଗଲେ। ସେଠାରେ ସେ ଇସ୍ରାଏଲର ସୈନ୍ୟମାନଙ୍କୁ କହିଲେ, “ଉଠ! ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦିୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।