Judges 7:16 — Compare Translations
5 translations compared side by side
Odia - 1840
"ଏହାପରେ ଗିଦ୍ଦିୟୋନ ସହେି 300 ସୈନ୍ଯଙ୍କକ୍ସ୍ଟ ତିନି ଦଳ ରେ ବିଭକ୍ତ କଲେ। ତା'ପରେ ସେ ସମାନଙ୍କେୁ ଗୋଟିଏ ଗୋଟିଏ ଶିଙ୍ଗା ଓ ଗୋଟିଏ ଗୋଟିଏ ଶକ୍ସ୍ଟନ୍ଯ ପାତ୍ର ପ୍ରେତ୍ୟକକଙ୍କକ୍ସ୍ଟ ଦେଲେ। ପ୍ରେତ୍ୟକକ ପାତ୍ର ମଧିଅରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ସେହି 300 ସୈନ୍ୟଙ୍କୁ ତିନି ଦଳରେ ବିଭକ୍ତ କଲେ। ତା’ପରେ ସେ ସେମାନଙ୍କୁ ପ୍ରତ୍ୟେକଙ୍କୁ ଗୋଟିଏ ଗୋଟିଏ ତୂରୀ ଓ ଗୋଟିଏ ଗୋଟିଏ ଶୂନ୍ୟ ପାତ୍ର ଦେଲେ। ପ୍ରତ୍ୟେକ ପାତ୍ର ମଧ୍ୟରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ।