Judges 7:17 — Compare Translations

5 translations compared side by side

Odia - 1840
"ଏହାପରେ ଗିଦ୍ଦିୟୋନ ତାଙ୍କର ସୈନ୍ଯମାନଙ୍କୁ କହିଲେ, ମାେତେ ଅନକ୍ସ୍ଟସରଣ କର ଏବଂ ଦେଖ ମୁ ଯାହା କରୁଛି ତକ୍ସ୍ଟମେ ସହେିପରି କର। ମାେ ପଛ ରେ ସନୋ ଛାଉଣୀର ସୀମା ପର୍ୟ୍ଯନ୍ତ ଆସ। ମୁ ଯେତବେେଳେ ସମାନଙ୍କେର ଛାଉଣୀର ସୀମା ପାଖ ରେ ପହଁଞ୍ଚିବି। ମୁ ଯେପରି କରିବି ତୁମ୍ଭମାନେେ ଠିକ୍ ସହେିପରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ହିଁ ସେରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ମୋତେ ଅନୁସରଣ କର ଏବଂ ଦେଖ ମୁଁ ଯାହା କରୁଛି ତୁମେ ସେହିପରି କର। ମୋ’ ପଛରେ ସେନା ଛାଉଣିର ସୀମା ପର୍ଯ୍ୟନ୍ତ ଆସ। ମୁଁ ଯେତେବେଳେ ସେମାନଙ୍କର ଛାଉଣିର ସୀମା ପାଖରେ ପହଞ୍ଚିବି। ମୁଁ ଯେପରି କରିବି ତୁମ୍ଭେମାନେ ଠିକ୍ ସେହିପରି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।