Judges 7:19 — Compare Translations

5 translations compared side by side

Odia - 1840
"ତେଣୁ ଗିଦ୍ଦିୟୋନ ଏବଂ ତାଙ୍କ ସହିତ ଥିବା 100 ସୈନିକ ଛାଉଣୀ ପାଖ ରେ ପହନ୍ଚିଲେ। ସେତବେେଳେ ମିଦିଯନୀଯମାନେ ସମାନଙ୍କେର ନୂତନ ପ୍ରହରୀମାନଙ୍କୁ ପରିବର୍ତ୍ତନ କରୁଥିଲେ। ଏହା ମଧ୍ଯ ରାତ୍ରି ସମୟ ଥିଲା। ଏହି ସମୟରେ ଗିଦ୍ଦିୟୋନ ଓ ତା'ର ଲୋକମାନେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ବଜାଇବାକକ୍ସ୍ଟ ଲାଗିଲେ ଓ ସମାନଙ୍କେର ଜାରଗୁଡିକୁ ଭାଙ୍ଗି ଚକ୍ସ୍ଟରମାର କରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିଦିୟୋନ ଏବଂ ତାଙ୍କ ସହିତ ଥିବା 100 ସୈନିକ ଛାଉଣି ପାଖରେ ପହଞ୍ଚିଲେ। ସେତେବେଳେ ମିଦିୟନୀୟମାନେ ସେମାନଙ୍କର ନୂତନ ପ୍ରହରୀମାନଙ୍କୁ ପରିବର୍ତ୍ତନ କରୁଥିଲେ। ଏହା ମଧ୍ୟରାତ୍ରି ସମୟ ଥିଲା। ଏହି ସମୟରେ ଗିଦିୟୋନ ଓ ତା’ର ଲୋକମାନେ ସେମାନଙ୍କର ତୂରୀଗୁଡ଼ିକ ବଜାଇବାକୁ ଲାଗିଲେ ଓ ସେମାନଙ୍କର ଜାରଗୁଡ଼ିକୁ ଭାଙ୍ଗି ଚୁ‌ର୍‌ମାର୍ କରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।