Judges 7:2 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ମିଦିଯନମାନଙ୍କୁ ପରାସ୍ତ କରିବା ପାଇଁ ମୁ ତୁମ୍ଭର ଲୋକମାନଙ୍କୁ ସହାୟ ହବେି। କିନ୍ତୁ ତୁମ୍ଭର ଏତେ ସୈନ୍ଯ ଅଛନ୍ତି ଯେ ମୁ ସମାନଙ୍କେୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ଯମାନେ ଭାବିବେ ଯେ, ସମାନେେ ନିଜ ଶକ୍ତି ବଳ ରେ ଶତୃମାନଙ୍କୁ ପରାସ୍ତ କରିଛନ୍ତି। ଇଶ୍ରାୟେଲର ଲୋକମାନେ ମାେତେ ଭୂଲିୟାଆନ୍ତକ୍ସ୍ଟ ବୋଲି ଓ ସମାନେେ ନିଜକକ୍ସ୍ଟ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତକ୍ସ୍ଟ ବୋଲି ମୁ ଗ୍ଭ ହେଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ପ୍ରତିକୂଳରେ ଦର୍ପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ମିଦିୟନମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କରିବି। କିନ୍ତୁ ତୁମ୍ଭର ଏତେ ସୈନ୍ୟ ଅଛନ୍ତି ଯେ ମୁଁ ସେମାନଙ୍କୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ୟମାନେ ଭାବିବେ ଯେ, ସେମାନେ ନିଜ ଶକ୍ତି ବଳରେ ଶତ୍ରୁମାନଙ୍କୁ ପରାସ୍ତ କରିଛନ୍ତି। ଇସ୍ରାଏଲର ଲୋକମାନେ ମୋତେ ଭୂଲିଯାଆନ୍ତୁ ବୋଲି ଓ ସେମାନେ ନିଜକୁ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତୁ ବୋଲି ମୁଁ ଗ୍ଭହେଁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।