Judges 7:20 — Compare Translations
5 translations compared side by side
Odia - 1840
"ଏହାପରେ ତିନିଟି ଦଳର ସମସ୍ତ ସୈନିକମାନେ ସମାନଙ୍କେର ତୂରୀ ବଜାଇଲେ ଓ ସମସ୍ତ ଜାର ଭାଙ୍ଗି ପକାଇଲେ। ଏବଂ ସହେି ଲୋକମାନେ ସମାନଙ୍କେର ବାମ ହସ୍ତ ରେ ମଶାଲ ଓ ଦକ୍ଷିଣ ହସ୍ତ ରେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ଧରିଲେ। ସମାନେେ ଉଚ୍ଚ ସ୍ବର ରେ କହିଲେ, ସଦାପ୍ରଭୁଙ୍କ ପାଇଁ ଖଡ୍ଗଟିଏ ଏବଂ ଗିଦ୍ଦିୟୋନ ପାଇଁ ଖଡ୍ଗଟିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ଼୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତିନି ଗୋଟି ଦଳର ସମସ୍ତ ସୈନିକମାନେ ସେମାନଙ୍କର ତୂରୀ ବଜାଇଲେ ଓ ସମସ୍ତ ଜାର ଭାଙ୍ଗି ପକାଇଲେ। ଏବଂ ସେହି ଲୋକମାନେ ସେମାନଙ୍କର ବାମ ହସ୍ତରେ ମଶାଲ ଓ ଦକ୍ଷିଣ ହସ୍ତରେ ସେମାନଙ୍କର ତୂରୀଗୁଡ଼ିକ ଧରିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ସଦାପ୍ରଭୁଙ୍କ ପାଇଁ ଖଡ଼୍ଗଟିଏ ଏବଂ ଗିଦିୟୋନ ପାଇଁ ଖଡ଼୍ଗଟିଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।”
Odia IRV 2017 (ଓଡିଆ ବାଇବେଲ)
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।