Judges 7:21 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନର ସୈନ୍ଯମାନେ ଛାଉଣୀର ଚତକ୍ସ୍ଟଃପାଶର୍ବ ରେ ନିଜ ନିଜ ସ୍ଥାନ ରେ ଛିଡା ହେଲେ। ମିଦିଯନୀଯମାନେ ଆକସ୍ମିକ ବିପଦ ରେ ପଡିଲେ ଏବଂ ସମାନଙ୍କେର ଜୀବନ ବଞ୍ଚାଇବା ପାଇଁ ଦୌଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ଵନି କରି ସେମାନଙ୍କୁ ପଳାୟନ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନର ସୈନ୍ୟମାନେ ଛାଉଣିର ଚତୁର୍ପାର୍ଶ୍ୱରେ ନିଜ ନିଜ ସ୍ଥାନରେ ଛିଡ଼ା ହେଲେ। ମିଦିୟନୀୟମାନେ ଆକସ୍ମିକ ବିପଦରେ ପଡ଼ିଲେ ଏବଂ ସେମାନଙ୍କର ଜୀବନ ବଞ୍ଚାଇବା ପାଇଁ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।