Judges 7:22 — Compare Translations

5 translations compared side by side

Odia - 1840
"ଯେତବେେଳେ ଗିଦ୍ଦିୟୋନର 300 ସୈନିକମାନେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ବଜାଇଲେ। ସଦାପ୍ରଭୁ ମିଦିଯନୀଯମାନଙ୍କୁ ସମାନଙ୍କେ ନିଜ ନିଜ ମଧିଅରେ ଖଡ୍ଗ ଦ୍ବାରା ୟକ୍ସ୍ଟଦ୍ଧ କରାଇଲେ। ସେଥି ରେ ସୈନ୍ଯଦଳ ସରୋଦାଆଡେ, ବୌଥ୍ ଶିଟା ପର୍ୟ୍ଯନ୍ତ ଟଦ୍ଦତ ନିକଟସ୍ଥ ଆବେଲ୍ ମହୋଲାର ସୀମା ପର୍ୟ୍ଯନ୍ତ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ଼୍‍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବୈଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଗିଦିୟୋନର 300 ସୈନିକମାନେ ସେମାନଙ୍କର ତୂରୀଗୁଡ଼ିକ ବଜାଇଲେ। ସଦାପ୍ରଭୁ ମିଦିୟନୀୟମାନଙ୍କୁ ସେମାନଙ୍କ ନିଜ ନିଜ ମଧ୍ୟରେ ‌‌ଖ‌ଡ଼୍‌ଗ ଦ୍ୱାରା ଯୁଦ୍ଧ କରାଇଲେ। ସେଥିରେ ସୈନ୍ୟଦଳ ସରୋଦାଆଡ଼େ, ବୈଥ୍‌ଶିଟା ପର୍ଯ୍ୟନ୍ତ ଟବ୍ବତ ନିକଟସ୍ଥ ଆବେଲ୍ ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
Odia IRV 2017 (ଓଡିଆ ବାଇବେଲ)