Judges 7:23 — Compare Translations

5 translations compared side by side

Odia - 1840
"ଏହାପରେ ସୈନ୍ଯମାନେ, ଯେଉଁମାନେ କି ନଲ୍ଗାଲି ପରିବାରବର୍ଗ ଆଶରେ ଏବଂ ମନଃହସ ଥିଲେ, ସମାନେେ ଏକତ୍ରୀତ ହାଇେ ମିଦିଯନୀଯମାନଙ୍କ ପଛ ରେ ଗୋଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ନପ୍ତାଲି ଓ ଆଶେର୍ ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସୈନ୍ୟମାନେ, ଯେଉଁମାନେ କି ନପ୍ତାଲି ପରିବାରବର୍ଗ, ଆଶେର ଏବଂ ମନଃଶି ଥିଲେ, ସେମାନେ ଏକତ୍ରିତ ହୋଇ ମିଦିୟନୀୟମାନଙ୍କ ପଛରେ ଗୋଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।