Judges 7:25 — Compare Translations

5 translations compared side by side

Odia - 1840
"ଇଫ୍ରଯିମର ଲୋକମାନେ ମିଦିଯନର ଦକ୍ସ୍ଟଇ ନତେୃବର୍ଗଙ୍କକ୍ସ୍ଟ ଅକ୍ତିଆର କଲେ। ସମାନେେ ସେବ୍ ଓ ଓ ରବେ ଥିଲେ। ଇଫ୍ରଯିମ ଲୋକମାନେ ଓ ରେବ୍କକ୍ସ୍ଟ, ଓ ରବେ-ଶୈଳ ନିକଟରେ ହତ୍ଯା କଲେ। ସମାନେେ ସେବ୍କକ୍ସ୍ଟ ସବରେ ଦ୍ରାକ୍ଷାକକ୍ସ୍ଟଣ୍ତ ନିକଟରେ ହତ୍ଯା କଲେ। ସମାନେେ ମିଦିଯନୀଯକକ୍ସ୍ଟ ନିରନ୍ତର ଘଉଡାଇବାକକ୍ସ୍ଟ ଲାଗିଲେ ଏବଂ ସେ ଓ ରବେ ଓ ସବରେ ମସ୍ତକକକ୍ସ୍ଟ ଗିଦ୍ଦିୟୋନକକ୍ସ୍ଟ ଆଣିଲେ। ସହେି ସମୟରେ ଗିଦ୍ଦିୟୋନ ୟର୍ଦ୍ଦନ ନଦୀର ଆରପାରି ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ଲୋକମାନେ ମିଦିୟନର ଦୁଇ ନେତୃବର୍ଗଙ୍କୁ ଅକ୍ତିଆର କଲେ। ସେମାନେ ସେବ୍ ଓ ଓରେବ୍ ଥିଲେ। ଇଫ୍ରୟିମ ଲୋକମାନେ ଓରେବଙ୍କୁ, ଓରେବ୍-ଶୈଳ ନିକଟରେ ହତ୍ୟା କଲେ। ସେମାନେ ସେବକୁ ସେବର ଦ୍ରାକ୍ଷାକୁଣ୍ଡ ନିକଟରେ ହତ୍ୟା କଲେ। ସେମାନେ ମିଦିୟନୀୟକୁ ନିରନ୍ତର ଘଉଡ଼ାଇବାକୁ ଲାଗିଲେ ଏବଂ ସେ ଓରେବ୍ ଓ ସେବର ମସ୍ତକକୁ ଗିଦିୟୋନ ନିକଟକୁ ଆଣିଲେ। ସେହି ସମୟରେ ଗିଦିୟୋନ ଯର୍ଦ୍ଦନ ନଦୀର ଆର ପାରିରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)