Judges 7:3 — Compare Translations
5 translations compared side by side
Odia - 1840
"ତେଣୁ ସମାନଙ୍କେ ପାଇଁ ଏକ ଘାଷେଣା କର, ସମାନଙ୍କେୁ କକ୍ସ୍ଟହ, ' ଯେଉଁ ଲୋକମାନେ ୟକ୍ସ୍ଟଦ୍ଧକକ୍ସ୍ଟ ଭୟ କରୁଛନ୍ତି, ସମାନେେ ଗିଲିଯଦ ପାହାଡ ଛାଡି ସ୍ବଗୃହକକ୍ସ୍ଟ ଫରେିୟିବା ଉଚିତ୍।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ଏହା କର, ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର । ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କ ପାଇଁ ଏକ ଘୋଷଣା କର, ସେମାନଙ୍କୁ କୁହ, ‘ଯେଉଁ ଲୋକମାନେ ଯୁଦ୍ଧକୁ ଭୟ କରୁଛନ୍ତି, ସେମାନେ ଗିଲିୟଦ ପାହାଡ଼ ଛାଡ଼ି ସ୍ୱଗୃହକୁ ଫେରିଯିବା ଉଚିତ୍।’” ପାଖାପାଖି 22,000 ଲୋକ ଗିଲିୟଦ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସେଠାରେ 10,000 ସୈନ୍ୟ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ଏହା କର, ଯେ କେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।