Judges 7:6 — Compare Translations

5 translations compared side by side

Odia - 1840
"ଏଥି ରେ 300 ଲୋକ ନିଜ ନିଜ ହାତ ରେ ମକ୍ସ୍ଟହଁ ରେ ହାତ ଦଇେ କକ୍ସ୍ଟକକ୍ସ୍ଟରପରି ଗ୍ଭକକ୍ସ୍ଟ ଗ୍ଭକକ୍ସ୍ଟ କରି ଜଳପାନ କଲେ। ଏବଂ ଅନ୍ୟ ସମସ୍ତ ଲୋକ ଜଳ ପାନକରିବା ପାଇଁ ଆସ୍ଖକ୍ସ୍ଟମାଡି ନଇଁ ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ 300 ଲୋକ ନିଜ ନିଜ ହାତରେ ମୁହଁରେ ହାତ ଦେଇ କୁକୁରପରି ଗ୍ଭକୁ ଗ୍ଭକୁ କରି ଜଳପାନ କଲେ। ଏବଂ ଅନ୍ୟ ସମସ୍ତ ଲୋକ ଜଳ ପାନକରିବା ପାଇଁ ଆଣ୍ଠୁମାଡ଼ି ନଇଁ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।