Judges 7:8 — Compare Translations
5 translations compared side by side
Odia - 1840
"ତେଣୁ ଗିଦ୍ଦିୟୋନ ସେ ସମସ୍ତ ଲୋକମାନଙ୍କୁ ଗୃହକକ୍ସ୍ଟ ପଠାଇ ଦେଲେ। ତାଙ୍କ ସହିତ ମାତ୍ର 300 ଲୋକ ରଖିଲେ। ସହେି 300 ଲୋକ ଅନ୍ୟମାନଙ୍କର ସାମଗ୍ରୀ ଓ ତୂରୀସବୁ ରଖିଲେ, ଯେଉଁମାନେ ଗୃହକକ୍ସ୍ଟ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିଦିୟୋନ ସେ ସମସ୍ତ ଲୋକମାନଙ୍କୁ ଗୃହକୁ ପଠାଇ ଦେଲେ। ତାଙ୍କ ସହିତ ମାତ୍ର 300 ଲୋକ ରଖିଲେ। ସେହି 300 ଲୋକ ଅନ୍ୟମାନଙ୍କର ସାମଗ୍ରୀ ଓ ତୂରୀସବୁ ରଖିଲେ, ଯେଉଁମାନେ ଗୃହକୁ ଗ୍ଭଲିଗଲେ। ମିଦିୟନୀୟମାନଙ୍କର ଛାଉଣି ସେମାନଙ୍କର ତଳ ଉପତ୍ୟକାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।