Judges 7:9 — Compare Translations

5 translations compared side by side

Odia - 1840
"ରାତ୍ରି ସମୟରେ ସଦାପ୍ରଭୁ ଗିଦ୍ଦିୟୋନଙ୍କକ୍ସ୍ଟ କହିଲେ, ଉଠ, ସହେି ଛାଉଣୀକକ୍ସ୍ଟ ଓହ୍ଲାଇ ୟାଅ। ସମାନଙ୍କେୁ ପରାସ୍ତ କରିବା ରେ ମୁ ତୁମ୍ଭମାନଙ୍କୁ ଅନକ୍ସ୍ଟମତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକି ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାତ୍ରି ସମୟରେ ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ। ସେମାନଙ୍କୁ ପରାସ୍ତ କରିବାରେ ମୁଁ ତୁମ୍ଭମାନଙ୍କୁ ଅନୁମତି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।