Judges 8:1 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ଲୋକମାନେ ଗିଦ୍ଦିଯୋନ୍ଙ୍କ ସହିତ କୋରଧ ହେଲେ। ସମାନେେ ଗିଦ୍ଦିୟୋନଙ୍କକ୍ସ୍ଟ ଦେଖିବା ମାତ୍ ରେ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏପରି କାହିଁକି ବ୍ଯବହାର କଲ? ତୁମ୍ଭେ ମିଦିଯନୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧକକ୍ସ୍ଟ ୟିବା ପୂର୍ବରକ୍ସ୍ଟ ଆମକକ୍ସ୍ଟ କହିଲ ନାହିଁ କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ଲୋକମାନେ ଗିଦିୟୋନଙ୍କ ସହିତ କ୍ରୋଧ ହେଲେ। ସେମାନେ ଗିଦିୟୋନଙ୍କୁ ଦେଖିବା ମାତ୍ରେ ପଗ୍ଭରିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ କାହିଁକି ଏପରି ବ୍ୟବହାର କଲ? ତୁମ୍ଭେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା ପୂର୍ବରୁ ଆମକୁ କହିଲ ନାହିଁ କାହିଁକି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‌ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।