Judges 8:10 — Compare Translations
5 translations compared side by side
Odia - 1840
"ସହେି ସମୟରେ ସବହେ ଓ ସଲ୍ମକ୍ସ୍ଟନ୍ନ କର୍କୋର ନଗର ରେ ଥିଲେ। ସମାନଙ୍କେ ସହିତ 15,000 ସୈନ୍ଯ ଥିଲେ। ଏହି ସୈନ୍ଯମାନେ, ଯେଉଁମାନେ ପୂର୍ବ ଦେଶୀଯ ଲୋକମାନଙ୍କର ସୈନ୍ଯବାହୀନି ରେ ରହିଥିଲେ। 1,20,000 ଜଣ ଶକ୍ତିଶାଳୀ ସୈନ୍ଯ ପୁରାପୁରି ମୃତକ୍ସ୍ଟ୍ଯବରଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ଼୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେବହ ଓ ସଲମୁନ୍ନ କର୍କୋର ନଗରରେ ଥିଲେ। ସେମାନଙ୍କ ସହିତ 15,000 ସୈନ୍ୟ ଥିଲେ। ଏହି ସୈନ୍ୟମାନେ, ଯେଉଁମାନେ ପୂର୍ବ ଦେଶୀୟ ଲୋକମାନଙ୍କର ସୈନ୍ୟବାହିନୀରେ ରହିଥିଲେ। 120,000 ଜଣ ଶକ୍ତିଶାଳୀ ସୈନ୍ୟ ପୁରାପୁରି ମୃତ୍ୟୁବରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।