Judges 8:11 — Compare Translations
5 translations compared side by side
Odia - 1840
"ଏହାପରେ ଗିଦ୍ଦିୟୋନ ନୋବହ ଓ ୟଗ୍ ବିହର ସହରଗକ୍ସ୍ଟଡିକ ପୂର୍ବ ଦିଗ ରେ ତମ୍ବୁ ନିବାସୀମାନଙ୍କ ପଥଦଇେ ଗଲେ। ସେ କାରକ ନଗର ରେ ପହନ୍ଚିଲେ ଏବଂ ଶତୃ ଛାଉଣୀକକ୍ସ୍ଟ ଆକ୍ରମଣ କଲେ। ଯେତବେେଳେ ସମାନେେ ଆକ୍ରମଣକକ୍ସ୍ଟ ଆଶା କରିନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍-ବିହର ପୂର୍ବଦିଗରେ ତମ୍ଵୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ନୋବହ ଓ ଯଗ୍ବିହର ସହରଗୁଡ଼ିକର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥଦେଇ ଗଲେ। ସେ କାରକ ନଗରରେ ପହଞ୍ଚିଲେ ଏବଂ ଶତ୍ରୁ ଛାଉଣିକୁ ଆକ୍ରମଣ କଲେ। ଯେତେବେଳେ ସେମାନେ ଆକ୍ରମଣକୁ ଆଶା କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।