Judges 8:12 — Compare Translations
5 translations compared side by side
Odia - 1840
"ସବହେ ଓ ସଲମକ୍ସ୍ଟନ୍ନ ମିଦିଯନୀଯମାନଙ୍କର ରାଜା ଦୌଡି ପଳାଇଲେ। କିନ୍ତୁ ଗିଦ୍ଦିୟୋନ ସମାନଙ୍କେୁ ଗୋଡଇଲେ ଓ ସମାନଙ୍କେୁ କାବକ୍ସ୍ଟ କଲେ। ଗିଦ୍ଦିୟୋନ ଏବଂ ତାଙ୍କର ସୈନ୍ଯମାନେ ଶତୃ ସୈନ୍ଯବାହୀନିକକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେବହ ଓ ସଲମୁନ୍ନ ମିଦିୟନୀୟମାନଙ୍କର ରାଜା ଦୌଡ଼ି ପଳାଇଲେ। କିନ୍ତୁ ଗିଦିୟୋନ ସେମାନଙ୍କୁ ଗୋଡ଼ଇଲେ ଓ ସେମାନଙ୍କୁ କାବୁ କଲେ। ଗିଦିୟୋନ ଏବଂ ତାଙ୍କର ସୈନ୍ୟମାନେ ଶତ୍ରୁ ସୈନ୍ୟବାହିନୀକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।