Judges 8:13 — Compare Translations
5 translations compared side by side
Odia - 1840
"ଏହାପରେ ଯୋୟାଶର ପକ୍ସ୍ଟତ୍ର ଗିଦ୍ଦିୟୋନ ଯୁଦ୍ଧରୁ ଫରେି ଆସିଲେ। ସମାନେେ ହରେସହର ଘାଟିଦଇେ ଯୁଦ୍ଧରୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋୟାଶର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋୟାଶର ପୁତ୍ର ଗିଦିୟୋନ ଯୁଦ୍ଧରୁ ଫେରି ଆସିଲେ। ସେମାନେ ହେରସର ଘାଟିଦେଇ ଯୁଦ୍ଧରୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।