Judges 8:14 — Compare Translations
5 translations compared side by side
Odia - 1840
"ତା'ପରେ ସେ ସୁକ୍କୋତ ସହରର ଜଣେ ୟକ୍ସ୍ଟବକକକ୍ସ୍ଟ ଅକ୍ତିଆର କଲେ ଓ ତାକକ୍ସ୍ଟ କେତକେ ପ୍ରଶ୍ନ ପଚାରିଲେ। ସହେି ସୁକ୍କୋତର ୟକ୍ସ୍ଟବକ ସୁକ୍କୋତ ସହରର ସତସ୍ତରି ଜଣ ନତେୃବର୍ଗଙ୍କର ନାମ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସୁକ୍କୋତ ସହରର ଜଣେ ଯୁବକକୁ ଅକ୍ତିଆର କଲେ ଓ ତାକୁ କେତେକ ପ୍ରଶ୍ନ ପଗ୍ଭରିଲେ। ସେହି ସୁକ୍କୋତର ଯୁବକ ସୁକ୍କୋତ ସହରର ସତସ୍ତରି ଜଣ ନେତୃବର୍ଗଙ୍କର ନାମ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।