Judges 8:15 — Compare Translations
5 translations compared side by side
Odia - 1840
"ଏହାପରେ ଗିଦ୍ଦିୟୋନ ସୁକ୍କୋତ୍ ସହରକକ୍ସ୍ଟ ଫରେି ଆସିଲେ। ସେ ସହେି ସହରର ଲୋକମାନଙ୍କୁ କହିଲେ, ଏହିଠା ରେ ସବହେ ଓ ସଲମକ୍ସ୍ଟନ୍ନ ଅଛନ୍ତି। ତୁମ୍ଭମାନେେ ଏହାକହି ମାେତେ ବିଦ୍ରୁପ କଲ, 'ଆମ୍ଭେ କାହିଁକି ତକ୍ସ୍ଟମ୍ଭ କ୍ଲାନ୍ତ ସୈନିକମାନଙ୍କୁ ଖାଦ୍ୟ ଦବେକ୍ସ୍ଟ? ତୁମ୍ଭମାନେେ ଏପର୍ୟ୍ଯନ୍ତ ସବହେ ଓ ସଲମକ୍ସ୍ଟନ୍ନକକ୍ସ୍ଟ ଧରିନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲ୍ମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ସେବହ ଓ ସଲ୍ମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳା; ଲୋକମାନଙ୍କୁ ରୋଟୀ ଦେବୁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ସୁକ୍କୋତ ସହରକୁ ଫେରି ଆସିଲେ। ସେ ସେହି ସହରର ଲୋକମାନଙ୍କୁ କହିଲେ, “ଏହିଠାରେ ସେବହ ଓ ସଲମୁନ୍ନ ଅଛନ୍ତି। ତୁମ୍ଭେମାନେ ଏହାକହି ମୋତେ ବିଦ୍ରୂପ କଲ, ‘ଆମ୍ଭେ କାହିଁକି ତୁମ୍ଭ କ୍ଳାନ୍ତ ସୈନିକମାନଙ୍କୁ ଖାଦ୍ୟ ଦେବୁ? ତୁମ୍ଭେମାନେ ଏପର୍ଯ୍ୟନ୍ତ ସେବହ ଓ ସଲମୁନ୍ନକୁ ଧରି ନାହଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, “ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?”