Judges 8:16 — Compare Translations

5 translations compared side by side

Odia - 1840
"ଗିଦ୍ଦିୟୋନ ସୁକ୍କୋତର ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଏକତ୍ରୀତ କଲେ ଓ ସମାନଙ୍କେୁ କାନକୋଳି କଣ୍ଟା ରେ ବାଡଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ଵାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ସୁକ୍‌କୋତର ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଏକତ୍ରିତ କଲେ ଓ ସେମାନଙ୍କୁ କାନକୋଳି କଣ୍ଟାରେ ବାଡ଼େଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍‍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।