Judges 8:18 — Compare Translations

5 translations compared side by side

Odia - 1840
"ଏହାପରେ ଗିଦ୍ଦିୟୋନ ସବହେ ଓ ସଲ୍ମକ୍ସ୍ଟନ୍ନକକ୍ସ୍ଟ କହିଲେ ତୁମ୍ଭମାନେେ ତାବୋର ରେ ଯେଉଁ ଲୋକମାନଙ୍କୁ ହତ୍ଯା କଲ ସମାନେେ କିପରି ଲୋକ ଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେବହକୁ ଓ ସଲ୍ମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କିପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ସେବହ ଓ ସଲମୁନ୍ନକୁ କହିଲେ “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ହତ୍ୟା କଲ ସେମାନେ କିପରି ଲୋକ ଥିଲେ?” ସେବହ ଓ ସଲମୁନ୍ନ ଉତ୍ତର ଦେଲେ, “ସେହି ଲୋକମାନେ ତୁମ୍ଭପରି ଥିଲେ। ସେମାନେ ପ୍ରତ୍ୟେକେ ରାଜକୁମାର ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।