Judges 8:19 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନ କହିଲେ, ସମାନେେ ମାରେ ଭାଇ ଥିଲେ। ମାରେ ମା'ର ପକ୍ସ୍ଟତ୍ର! ଯେ ହତେକ୍ସ୍ଟ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସମାନଙ୍କେୁ ମାରି ନ ଥାନ୍ତ ତବେେ ମୁ ତୁମ୍ଭକୁ ବର୍ତ୍ତମାନ ମାରି ନଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ, ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ କହିଲେ, “ସେମାନେ ମୋର ଭାଇ ଥିଲେ। ମୋର ମା’ର ପୁତ୍ର! ଯେହେତୁ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସେମାନଙ୍କୁ ମାରି ନ ଥା’ନ୍ତ ତେବେ ମୁଁ ତୁମ୍ଭକୁ ବର୍ତ୍ତମାନ ମାରି ନ ଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋ’ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାଆନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।