Judges 8:2 — Compare Translations
5 translations compared side by side
Odia - 1840
"କିନ୍ତୁ ଗିଦ୍ଦିୟୋନ ସମାନଙ୍କେୁ କହିଲେ, ତକ୍ସ୍ଟମ୍ଭ ତକ୍ସ୍ଟଳନା ରେ ମୁ କଣ ପାଇଛି? ଏହା ସତ୍ଯ ନକ୍ସ୍ଟ ହେଁ କି, ତୁମ୍ଭେ ମାରେ ପରିବାର ଅବୀଯସରେ ଯେତେ ଦ୍ରାକ୍ଷାଫଳ ସଂଗ୍ରହ କଲେ ତାଠାରକ୍ସ୍ଟ ଅଧିକ ଦ୍ରାକ୍ଷା ତୁମ୍ଭମାନେେ ଜମି ରେ ଛାଡିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେସରର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗିଦିୟୋନ ସେମାନଙ୍କୁ କହିଲେ, “ତୁମ୍ଭ ତୁଳନାରେ ମୁଁ କ’ଣ ପାଇଛି? ଏହା ସତ୍ୟ ନୁହେଁ କି, ତୁମ୍ଭେ ମୋର ପରିବାର ଅବୀୟେସର ଯେତେ ଦ୍ରାକ୍ଷାଫଳ ସଂଗ୍ରହ କଲେ ତା’ଠାରୁ ଅଧିକ ଦ୍ରାକ୍ଷା ତୁମ୍ଭେମାନେ ଜମିରେ ଛାଡ଼ିଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?