Judges 8:21 — Compare Translations
5 translations compared side by side
Odia - 1840
"ଏହାପରେ ସବହେ ଓ ସଲମନ୍ନ କହିଲେ, ଆସ ଓ ତୁମ୍ଭମାନେେ ନିଜେ ଆମ୍ଭଙ୍କକ୍ସ୍ଟ ହତ୍ଯା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନକ୍ସ୍ଟଷ୍ଯ। ତୁମ୍ଭେ ଏହା କରିପାରିବ। ତେଣୁ ଗିଦ୍ଦିୟୋନ ଉଠି ପଡିଲେ ଓ ସମାନଙ୍କେୁ ହତ୍ଯା କଲେ। ସମାନଙ୍କେ ଓଟମାନଙ୍କ ଗଳା ରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେବହ ଓ ସଲ୍ମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ଵ । ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲ୍ମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେବହ ଓ ସଲ୍ମୁନ୍ନ କହିଲେ, “ଆସ ଓ ତୁମ୍ଭେ ନିଜେ ଆମ୍ଭଙ୍କୁ ହତ୍ୟା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନୁଷ୍ୟ। ତୁମ୍ଭେ ଏହା କରି ପାରିବ।” ତେଣୁ ଗିଦିୟୋନ ଉଠି ପଡ଼ିଲେ ଓ ସେମାନଙ୍କୁ ହତ୍ୟା କଲେ। ସେମାନଙ୍କ ଓଟମାନଙ୍କ ଗଳାରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢ଼ି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେବହ ଓ ସଲମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ। ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।