Judges 8:22 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଗିଦ୍ଦିଯୋନଙ୍କକ୍ସ୍ଟ କହିଲେ, ଆପଣା ଆମ୍ଭମାନଙ୍କ ମିଦିଯନମାନଙ୍କଠାରକ୍ସ୍ଟ ରକ୍ଷା କରିଛନ୍ତି, ତେଣୁ ଆପଣ ଆମର ଶାସକ ହକ୍ସ୍ଟଅନ୍ତକ୍ସ୍ଟ। ଆମ୍ଭେ ତୁମ୍ଭକୁ ତୁମ୍ଭର ସନ୍ତାନମାନଙ୍କୁ ଆମର ଶାସକ ଭାବେ ଗ୍ଭହକ୍ସ୍ଟଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ଗୋଟିଏ ଏଫୋଦ ତିଆରି କଲେ ଇସ୍ରାଏଲର ଲୋକମାନେ ଗିଦିୟୋନଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ମିଦିୟନୀୟମାନଙ୍କଠାରୁ ରକ୍ଷା କରିଅଛ, ତେଣୁ ତୁମ୍ଭେ ଆମ୍ଭର ଶାସକ ହୁଅ। ଆମ୍ଭେ ତୁମ୍ଭକୁ, ତୁମ୍ଭର ସନ୍ତାନମାନଙ୍କୁ ଆମ୍ଭର ଶାସକ ଭାବେ ଗ୍ଭହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।