Judges 8:23 — Compare Translations

5 translations compared side by side

Odia - 1840
"କିନ୍ତୁ ଗିଦ୍ଦିୟୋନ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭର ଶାସକ ହବେେ। ମୁ ତୁମ୍ଭକୁ ଶାସନ କରିବି ନାହିଁ। ଏବଂ ମାରେ ପକ୍ସ୍ଟତ୍ରମାନେ ମଧ୍ଯ ତୁମ୍ଭକୁ ଶାସନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗିଦିୟୋନ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ଶାସକ ହେବେ। ମୁଁ ତୁମ୍ଭକୁ ଶାସନ କରିବି ନାହିଁ। ଏବଂ ମୋର ପୁତ୍ରମାନେ ମଧ୍ୟ ତୁମ୍ଭକୁ ଶାସନ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋ’ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।