Judges 8:24 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନ ଇଶ୍ରାୟେଲମାନଙ୍କୁ କହିଲେ, ମୁ ତୁମ୍ଭମାନଙ୍କ ନିକଟରେ ଏହି ନିବଦନେ କରୁଅଛି: ତୁମ୍ଭମାନେେ ୟକ୍ସ୍ଟଦ୍ଧ ରେ ନଇୟୋଇଥିବା ସକ୍ସ୍ଟବର୍ଣ୍ଣ କର୍ଣ୍ଣ କକ୍ସ୍ଟଣ୍ତଳ ମାେତେ ଦଅ। ହାରିଥିବା ଇଶ୍ରାୟେଲୀୟଙ୍କର ସକ୍ସ୍ଟବର୍ଣ୍ଣର କର୍ଣ୍ଣ କକ୍ସ୍ଟଣ୍ତଳକକ୍ସ୍ଟ ସମାନେେ ନଇୟୋଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ । କାରଣ ସେମାନେ ଇଶ୍ମାଏଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ଇସ୍ରାଏଲୀୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି, ତୁମ୍ଭେମାନେ ଯୁଦ୍ଧରେ ନେଇଯାଇଥିବା ସୁବର୍ଣ୍ଣ କର୍ଣ୍ଣ କୁଣ୍ଡଳ ମୋତେ ଦିଅ।” ହାରିଥିବା ଇସ୍ରାଏଲୀୟଙ୍କର ସୁବର୍ଣ୍ଣର କର୍ଣ୍ଣ କୁଣ୍ଡଳକୁ ସେମାନେ ନେଇଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ। କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।