Judges 8:25 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ ଉତ୍ତର କଲେ, ଆମ୍ଭମାନେେ ତାହା ଅବଶ୍ଯ ଦବେକ୍ସ୍ଟ। ପକ୍ସ୍ଟଣି ସମାନେେ ବସ୍ତ୍ର ବିଛାଇ ପ୍ରତ୍ଯକ ତା ମଧିଅରେ ନିଜ ନିଜର ଲକ୍ସ୍ଟଟିତ ନଥ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଉତ୍ତର କଲେ, ଆମ୍ଭେମାନେ ତାହା ଅବଶ୍ୟ ଦେବୁ । ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକ ତା’ ମଧ୍ୟରେ ନିଜ ନିଜର ଲୁଟିତ ନଥ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଉତ୍ତର କଲେ, ଆମ୍ଭେମାନେ ତାହା ଅବଶ୍ୟ ଦେବୁ। ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।