Judges 8:26 — Compare Translations

5 translations compared side by side

Odia - 1840
"ସେଥି ରେ ଚନ୍ଦ୍ରହାର, ଝକ୍ସ୍ଟମକ୍ସ୍ଟକା ଓ ମିଦିଯନୀଯ ରାଜାମାନଙ୍କ ପରିଧଯେ ବାଇଗଣିଆ ରଙ୍ଗର ବସ୍ତ୍ର ଓ ସମାନଙ୍କେର ଓଟର ଗଳାହାର ଛଡା ତାହାର ପ୍ରାର୍ଥୀତ, ସକ୍ସ୍ଟବର୍ଣ୍ଣ ନଗର ପରିମାଣ 1,700 ଶକେଲ ସକ୍ସ୍ଟନା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ଚନ୍ଦ୍ରହାର, ଝୁମୁକା ଓ ମିଦିୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗର ବସ୍ତ୍ର ଓ ସେମାନଙ୍କର ଓଟର ଗଳାହାର ଛଡ଼ା ତାହାର ପ୍ରାର୍ଥୀତ, ସୁବର୍ଣ୍ଣ ନଗର ପରିମାଣ 1700 ଶେକଲ ସୁନା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।