Judges 8:27 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନ ଏହିସବୁ ସକ୍ସ୍ଟବର୍ଣ୍ଣ ରେ ଏକ ଏଫୋଦ ତିଆରି କଲେ। ସେ ଏହାକକ୍ସ୍ଟ ସମାନଙ୍କେ ନଗର ଅଫ୍ରା ରେ ରଖିଲେ। ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ସହେି ଏଫୋଦକକ୍ସ୍ଟ ଉପାସନା କଲେ। ଏହିପରି ଭାବରେ, ଏଫୋଦକକ୍ସ୍ଟ ଉପାସନା କରି ଇଶ୍ରାୟେଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବାସି ହେଲେ। ଏହି ଏଫୋଦ ଗିଦ୍ଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ବରୂପ ହେଲା, ଯାହାକି ସମାନଙ୍କେର ପାପର କାରଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ଏହିସବୁ ସୁବର୍ଣ୍ଣରେ ଏକ ଏଫୋଦ ତିଆରି କଲେ। ସେ ଏହାକୁ ସେମାନଙ୍କ ନଗର ଅଫ୍ରାରେ ରଖିଲେ। ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ସେହି ଏଫୋଦକୁ ଉପାସନା କଲେ। ଏହିପରି ଭାବରେ, ଏଫୋଦକୁ ଉପାସନା କରି ଇସ୍ରାଏଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱାସୀ ହେଲେ। ଏହି ଏଫୋଦ ଗିଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ୱରୂପ ହେଲା, ଯାହାକି ସେମାନଙ୍କର ପାପର କାରଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।