Judges 8:28 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଅଧିନ ରେ ରହିବା ପାଇଁ, ମିଦିଯନର ଲୋକମାନେ ବାଧ୍ଯ ହେଲ। ସମାନେେ ଆଉ କିଛି ଅସକ୍ସ୍ଟବିଧା ରେ ପଡିଲେ ନାହିଁ। ତେଣୁ ଗିଦ୍ଦିଯୋନ ବଞ୍ଚିଥିବା ପର୍ୟ୍ଯନ୍ତ ଗ୍ଭଳିଶ ବର୍ଷ ପାଇଁ ଦେଶ ଶାନ୍ତି ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମିଦୀୟନ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ । ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନଙ୍କର ମୃତ୍ୟୁ ଇସ୍ରାଏଲ ଅଧୀନରେ ରହିବା ପାଇଁ, ମିଦିୟନର ଲୋକମାନେ ବାଧ୍ୟ କରାଗଲେ। ସେମାନେ ଆଉ କିଛି ଅସୁବିଧାରେ ପଡ଼ିଲେ ନାହିଁ। ତେଣୁ ଗିଦିୟୋନ ବଞ୍ଚିଥିବା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ଦେଶ ଶାନ୍ତିରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।