Judges 8:29 — Compare Translations

5 translations compared side by side

Odia - 1840
"ଏହାପରେ ଯୋୟାଶର ପକ୍ସ୍ଟତ୍ର ୟିରକ୍ସ୍ଟଦ୍ଦାଲ ୟାଇ ନିଜ ଗୃହ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋୟାଶର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋୟାଶର ପୁତ୍ର ଯିରୁବ୍ବାଲ୍ ଯାଇ ନିଜ ଗୃହରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଯିରୁବ୍ବାଲ୍‍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଯିରୁବ୍ବାଲ୍‍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।