Judges 8:3 — Compare Translations

5 translations compared side by side

Odia - 1840
"ଠିକ୍ ସହେିପରି, ପରମେଶ୍ବର ତୁମ୍ଭମାନଙ୍କ ହସ୍ତ ରେ ମିଦିଯନର ଓ ରେବ୍ ଓ ସେବ୍ ଦକ୍ସ୍ଟଇ ନତେୃବର୍ଗଙ୍କକ୍ସ୍ଟ ସମର୍ପଣ କଲେ, କିନ୍ତୁ ମାରେ ସଫଳକକ୍ସ୍ଟ ତକ୍ସ୍ଟମ୍ଭ ସହିତ କିପରି ତକ୍ସ୍ଟଳନା କରିବି? ତେଣୁ ସମାନେେ ଶାନ୍ତ ହାଇଗେଲେ ଏବଂ ସମାନେେ ଗିଦ୍ଦିୟୋନଙ୍କ କଥା ରେ ଶାନ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି, ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ମିଦିୟନର ଓରେବ୍ ଓ ସେବ୍ ଦୁଇ ନେତୃବର୍ଗଙ୍କୁ ସମର୍ପଣ କଲେ, କିନ୍ତୁ ମୋର ଫଳକୁ ତୁମ୍ଭ ସହିତ କିପରି ତୁଳନା କରିବି?” ସେମାନେ ଗିଦିୟୋନଙ୍କ କଥାରେ ଶାନ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।