Judges 8:30 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନଙ୍କର ନିଜର ସତକ୍ସ୍ଟରିଜଣ ସନ୍ତାନ ଥିଲେ। ତାଙ୍କର ବହକ୍ସ୍ଟତ ସନ୍ତାନ ଥିଲେ କାରଣ ତାଙ୍କର ବହକ୍ସ୍ଟତ ପତ୍ନୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଗିଦିୟୋନ୍ର ଔରସଜାତ ତିନି କୋଡ଼ି ଦଶ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନଙ୍କର ନିଜର ସତୁରିଜଣ ସନ୍ତାନ ଥିଲେ। ତାଙ୍କର ବହୁତ ସନ୍ତାନ ଥିଲେ କାରଣ ତାଙ୍କର ବହୁତ ପତ୍ନୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।