Judges 8:31 — Compare Translations

5 translations compared side by side

Odia - 1840
"ଗିଦ୍ଦିୟୋନଙ୍କର ଶିଖିମଠା ରେ ଏକ ଉପପତ୍ନୀ ଥିଲା। ସହେି ଉପପତ୍ନୀର ଏକ ପକ୍ସ୍ଟତ୍ର ଥିଲା ଯାହାର ନାମ ଥିଲା ଅବୀମଲେମ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିଖିମରେ ତାଙ୍କର ଯେଉଁ ଉପପନିୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନଙ୍କର ଶିଖିମଠାରେ ଏକ ଉପପତ୍ନୀ ଥିଲା। ସେହି ଉପପତ୍ନୀର ଏକ ପୁତ୍ର ଥିଲା ଯାହାର ନାମ ଥିଲା ଅବୀମେଲକ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍‍ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍‍ ରଖିଲେ।