Judges 8:32 — Compare Translations

5 translations compared side by side

Odia - 1840
"ୟୋଯାଶର ପକ୍ସ୍ଟତ୍ର ଗିଦ୍ଦିୟୋନ ଅତ୍ଯଧିକ ବାର୍ଦ୍ଧକ୍ଯ ରେ ପହଞ୍ଚି ମୃତକ୍ସ୍ଟ୍ଯ ବରଣ କଲେ। ଅବୀଯେଷ୍ରୀଯମାନଙ୍କ ଅଫ୍ରାର ସହର ରେ ତାଙ୍କ ପିତା ଯୋୟାଶର ନିଜର କବର ରେ ଗିଦ୍ଦିୟୋନକକ୍ସ୍ଟ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଯୋୟାଶର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶର କବରରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶର ପୁତ୍ର ଗିଦିୟୋନ ଅତ୍ୟଧିକ ବାର୍ଦ୍ଧକ୍ୟରେ ପହଞ୍ଚି ମୃତ୍ୟୁବରଣ କଲେ। ଅବୀୟେଷ୍ରୀୟମାନଙ୍କ ଅଫ୍ରାର ସହରରେ ତାଙ୍କ ପିତା ଯୋୟାଶର ନିଜର କବରରେ ଗିଦିୟୋନକୁ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।