Judges 8:33 — Compare Translations

5 translations compared side by side

Odia - 1840
"ଗିଦ୍ଦିୟୋନଙ୍କର ମୃତକ୍ସ୍ଟ୍ଯ ପରେ ଇଶ୍ରାୟେଲର ଲୋକମାନେ ଆଉ ସଦାପ୍ରଭୁଙ୍କର ବିଶ୍ବସ୍ତ ରହିଲେ ନାହିଁ। ସମାନେେ ବାଲ୍ ଦବୋଦବେୀଙ୍କର ଅନକ୍ସ୍ଟଗାମୀ ହେଲେ। ସମାନେେ ସମାନଙ୍କେର ଦବେତା ବାଲ୍ ବାରିକ୍ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଗିଦିୟୋନ୍ ମଲା କ୍ଷଣେ ଇସ୍ରାଏଲ-ସନ୍ତାନମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ପରମେଶ୍ଵର କରି ମାନିଲେ, ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନଙ୍କର ମୃତ୍ୟୁ ପରେ ଇସ୍ରାଏଲର ଲୋକମାନେ ଆଉ ସଦାପ୍ରଭୁଙ୍କର ବିଶ୍ୱସ୍ତ ରହିଲେ ନାହିଁ। ସେମାନେ ‌ବା‌ଲ୍‌ଦେବାଦେବୀଙ୍କର ଅନୁଗାମୀ ହେଲେ। ସେମାନେ ସେମାନଙ୍କର ଦେବତା ବାଲ୍ ବାରିକ୍ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍-ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।