Judges 8:34 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ସଦାପ୍ରଭୁ ସମାନଙ୍କେର ପରମେଶଓରଙ୍କୁ ଏହା ଭକ୍ସ୍ଟଲିଗଲେ। ଯଦିଓ ସେ ସମାନଙ୍କେର ଗ୍ଭରିପାଖ ରେ ଶତୃମାନଙ୍କଠାରକ୍ସ୍ଟ ସମାନଙ୍କେୁ ରକ୍ଷା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ଭୁଲିଗଲେ। ଯଦିଓ ସେ ସେମାନଙ୍କର ଗ୍ଭରିପାଖରେ ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।