Judges 8:35 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ୟିରକ୍ସ୍ଟଦ୍ଦାଲର ପରିବାର ପ୍ରତି ଆନକ୍ସ୍ଟଗତ୍ଯ ରହିଲେ ନାହିଁ। ଯଦିଓ ସମାନଙ୍କେ ପାଇଁ ସବହେକ୍ସ୍ଟତ କାର୍ୟ୍ଯ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ମଙ୍ଗଳ କରିଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯିରୁବ୍ବାଲ୍ର ପରିବାର ପ୍ରତି ଆନୁଗତ୍ୟ ରହିଲେ ନାହିଁ। ଯଦିଓ ସେମାନଙ୍କ ପାଇଁ ସେ ବହୁତ କାର୍ଯ୍ୟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।