Judges 8:4 — Compare Translations

5 translations compared side by side

Odia - 1840
"ଏହାପରେ ଗିଦ୍ଦିୟୋନ ଓ ତାଙ୍କର 300 ଲୋକ ୟର୍ଦ୍ଦନ ନଦୀ ପାର ହେଲେ। ସମାନେେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳା; ହେଲେ ହେଁ ପଛେ ପଛେ ଗୋଡ଼ାଉଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ମିଦିୟନୀୟଙ୍କର ଦୁଇଟି ରାଜାଙ୍କୁ ବନ୍ଦୀ କଲେ ଏହା ପରେ ଗିଦିୟୋନ ଓ ତାଙ୍କର 300 ଲୋକ ଯର୍ଦ୍ଦନ ନଦୀ ପାର ହେଲେ। ସେମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଗିଦିୟୋନ୍‍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଗିଦିୟୋନ୍‍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।