Judges 8:5 — Compare Translations
5 translations compared side by side
Odia - 1840
"ଗିଦ୍ଦିୟୋନ ସୁକ୍କୋତର ନାଗରିକମାନଙ୍କୁ କହିଲେ, ମାରେ ସୈନ୍ଯମାନଙ୍କୁ କିଛି ଖାଦ୍ୟଦିଅ। ମାରେ ସୈନ୍ଯମାନେ ଅତ୍ଯନ୍ତ କ୍ଲାନ୍ତ। ତଥାପି ମଧ୍ଯ ଆମ୍ଭମାନେେ ମିଦିଯନର ରାଜା ସବହେ ଓ ସଲ୍ମକ୍ସ୍ଟନ୍ନକକ୍ସ୍ଟ ଗୋଡାଉଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୋଟୀ ଦିଅ; କାରଣ ସେମାନେ କ୍ଳା; ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ସୁକ୍କୋତର ନାଗରିକମାନଙ୍କୁ କହିଲେ, “ମୋର ସୈନ୍ୟମାନଙ୍କୁ କିଛି ଖାଦ୍ୟଦିଅ। ମୋର ସୈନ୍ୟମାନେ ଅତ୍ୟନ୍ତ କ୍ଳାନ୍ତ। ତଥାପି ମଧ୍ୟ ଆମ୍ଭେମାନେ ମିଦିୟନର ରାଜା ସେବହ ଓ ସଲମୁନ୍ନକୁ ଗୋଡ଼ାଉଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।